• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଆଜି ଡ଼ଃ ଭୀମରାଓ ଆମ୍ବେଦକରଙ୍କ ୧୩୬ ତମ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି

by Voice of Victims
April 14, 2026
in ଦେଶ ବିଦେଶ, ମୁଖ୍ୟ ଖବର
ଆଜି ଡ଼ଃ ଭୀମରାଓ ଆମ୍ବେଦକରଙ୍କ ୧୩୬ ତମ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ଆଜି ହେଉଛି ସମ୍ବିଧାନ ପ୍ରଣେତା ବାବାସାହେବ ଡ଼ଃ ଭୀମରାଓ ଆମ୍ବେଦକରଙ୍କ ୧୩୬ ତମ ଜୟନ୍ତୀ । ଦେଶ ତଥା ରାଜ୍ୟର ବିଭିନ୍ନସ୍ଥାନରେ ବଡ଼ ଧୂମଧାମରେ ପାଳନ କରାଯାଉଛି ଆମ୍ବେଦକରଙ୍କ ଜନ୍ମ ଦିବସ । ଏହାରି ମଧ୍ୟରେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ଡ଼କ୍ଟର ବି.ଆର୍.ଆମ୍ବେଦକରଙ୍କ ଜନ୍ମବାର୍ଷିକୀର ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ‘‘ଭାରତୀୟ ସମ୍ବଧାନର ମୁଖ୍ୟ ସ୍ଥପତି ଏବଂ ଜଣେ ମହାନ ସମାଜ ସଂସ୍କାରକ ବାବାସାହେବ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ଜନ୍ମବାର୍ଷିକୀରେ ମୁଁ ତାଙ୍କୁ ମୋର ସମ୍ମାନପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ବୋଲି ସେ କହିଛନ୍ତି ।’’

ଏଥିସହ ରାଷ୍ଟ୍ରପତି ଆହୁରି ମଧ୍ୟ କହିଛନ୍ତି ଯେ, ‘‘ସେ ଜଣେ ଆଇନବିତ୍, ଅର୍ଥନୀତିଜ୍ଞ, ଗଭୀର ଚିନ୍ତାନାୟକ ଏବଂ ସମାନତାବାଦୀ ସାମାଜିକ ବ୍ୟବସ୍ଥାର ଜଣେ ଦୃଢ ପ୍ରବର୍ତ୍ତକ ଥିଲେ । ସେ ସମାଜର ଦୁର୍ବଳ ଲୋକଙ୍କ ଉନ୍ନତି ପାଇଁ ତାଙ୍କ ଜୀବନ ଉତ୍ସର୍ଗ କରିଥିଲେ ଏବଂ ସେମାନଙ୍କ କଲ୍ୟାଣ ପାଇଁ ଐତିହାସିକ ଅବଦାନ ଦେଇଥିଲେ ।’’

Post Views: 47
Share199Tweet125Send
Voice of Victims

Voice of Victims

Recent Posts

  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ
  • 1984 ମସିହା ISc ବ୍ୟାଚର ବନ୍ଧୁ ମିଳନ
  • ବାଲେଶ୍ବରବାସୀଙ୍କ ପାଇଁ ଖୁସିର ଖବର, ଡପ୍ଲର ରାଡାରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ
  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In