• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କୋଣାର୍କରୁ ଭୁବନେଶ୍ବରକୁ ଗଡ଼ିବ ଟ୍ରେନ, ସଂଯୋଗ ହେବ ନୂଆ ରେଳପଥ

by Voice of Victims
September 20, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
କୋଣାର୍କରୁ ଭୁବନେଶ୍ବରକୁ ଗଡ଼ିବ ଟ୍ରେନ, ସଂଯୋଗ ହେବ ନୂଆ ରେଳପଥ

ଭୁବନେଶ୍ୱର : ଏଥିପାଇଁ ନିମାପଡା ଓ ଗୋପରେ ହେବ ଲୋକେଶନ ସର୍ଭେ ।  ବହୁ ପ୍ରତିକ୍ଷିତ କୋଣାର୍କ – ଭୁବନେଶ୍ୱର ରେଳପଥକୁ ନିକଟରେ ରେଳ ମନ୍ତ୍ରାଳୟ ପକ୍ଷରୁ ମଞ୍ଜୁର ମିଳିଥିଲା ।  ଏନେଇ କେନ୍ଦ୍ରକୁ ଚିଠି ଲେଖି ରେଳ ପଥକୁ ନିମାପଡା ଓ ଗୋପ ଦ୍ଵାରା ସଂଯୁକ୍ତ କରିବା ପାଇଁ ଅନୁରୋଧ କରିଥିଲେ ପ୍ରଭାତୀ ପରିଡ଼ା  ।  ଏହା ଦ୍ୱାରା ନିମାପଡା ଓ ଗୋପ ଅଞ୍ଚଳରେ ପର୍ଯ୍ୟଟନସ୍ଥଳୀର ବିକାଶ ହେବା ସହ ଆଞ୍ଚଳିକ ପରିବହନ ଓ ଯୋଗାଯୋଗ ମଧ୍ୟ ସୁଗମ ହୋଇପାରିବ ବୋଲି ଚିଠିରେ ଉଲ୍ଲେଖ କରିଥିଲେ ପ୍ରଭାତୀ । 

ଏହି ଚିଠିର ଉତ୍ତର ଦେଇ ରେଳ ମନ୍ତ୍ରାଳୟ ଏହି ପ୍ରସ୍ତାବକୁ ଗ୍ରହଣ କରିବା ସହ କୋଣାର୍କ ଭୁବନେଶ୍ୱର ରେଳପଥର ଡିଟେଲଡ଼ ପ୍ରୋଜେକ୍ଟ ରିପୋର୍ଟ ପାଇଁ ଗୋପ ଓ ନିମାପଡାରେ ଫାଇନାଲ ଲୋକେଶନ ସର୍ଭେ ପାଇଁ ମଞ୍ଜୁରୀ ଦେଇଛନ୍ତି  ।  ଏହି ମଞ୍ଜୁରୀ ପାଇଁ ପ୍ରଭାତୀ ପରିଡ଼ା ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Post Views: 43
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In