• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଆରମ୍ଭ ହେଲା ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର, ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ

by Voice of Victims
August 17, 2024
in ମୁଖ୍ୟ ଖବର, ରାଜ୍ୟ
ଆରମ୍ଭ ହେଲା ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର, ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ

ଭୁବନେଶ୍ବର: ଆରମ୍ଭ ହେଲା ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର। ଓଡିଶା ବିଧାନସଭା ପରିସରରେ ଆରମ୍ଭ ହୋଇଛି ଏହି ପ୍ରଶିକ୍ଷଣ। ଆଜି ଏହାକୁ କେନ୍ଦ୍ର ସଂସଦୀୟ ମନ୍ତ୍ରୀ କିରଣ ରିଜିଜୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ନିଜର ସାଂସଦୀୟ ଅନୁଭୂତିକୁ ବିଧାୟକଙ୍କ ଆଗରେ ଉପସ୍ଥାପିତ କରିଛନ୍ତି। ଏହି ଉଦଘାଟନ ଉତ୍ସବରେ ବାଚସ୍ପତି ସୁରମା ପାଢୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସହ ବହୁ ମନ୍ତ୍ରୀ ଯୋଗଦେଇଛନ୍ତି। ନୂଆକରି ନିର୍ବାଚିତ ହୋଇ ଆସିଥିବା ବିଧାୟକଙ୍କୁ ପ୍ରଶ୍ନକାଳ, ବିଧାନସଭାର ନିତି ନିୟମ କଣ ରହିଛି. କିପରି ପ୍ରଶ୍ନ ପଚରାଯାଏ ସେ ନେଇ ଅଭିଜ୍ଞମାନେ ନୂତନ ବିଧାୟକଙ୍କୁ ବୁଝାଇବେ। ତେବେ ଏହି କାର୍ଯ୍ୟକ୍ରମରେ ସମସ୍ତ ନୂଆ ବିଧାୟକମାନେ ଯୋଗଦେବା ପାଇଁ କୁହାଯାଇଥିଲେ ମଧ୍ୟ ବିଜେଡି କଂଗ୍ରେସର କେହି ଆସିଲେ ନାହିଁ। ଏହି ସରକାରୀ କାର୍ଯ୍ୟକ୍ରମ ଏକ ଦଳୀୟ କାର୍ଯ୍ୟକ୍ରମ ହେଉଛି କହି ଉଭୟ କଂଗ୍ରେସ ବିଜେଡି ଶିବିରକୁ ବର୍ଜ୍ଜନ କରିଛନ୍ତି। ଏପରିକି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏଥିରେ ଯୋଗଦେବା ପାଇଁ ନିମନ୍ତ୍ରଣ କରାଯାଇଥିଲେ ମଧ୍ୟ ସେ ମଧ୍ୟ ଆସିଲେ ନାହିଁ।

Post Views: 29
Tags: Training camp for new MLAs started
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In