• About Us
  • Contact Us
Tuesday, August 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭୁବନେଶ୍ୱରରେ ଆଜି ଠାରୁ ଆଦିବାସୀ ମେଳା, ଚାଲିବ ୫ ଫେବୃଆରୀ ପର୍ଯ୍ୟନ୍ତ

by Voice of Victims
January 26, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଭୁବନେଶ୍ୱରରେ ଆଜି ଠାରୁ ଆଦିବାସୀ ମେଳା, ଚାଲିବ ୫ ଫେବୃଆରୀ ପର୍ଯ୍ୟନ୍ତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ ଆଦିବାସୀ ମେଳା ୨୦୨୬ ।  ଆଦିବାସୀ ପ୍ରଦର୍ଶନୀ ପଡିଆରେ ଆୟୋଜିତ ଏହି ମେଳା ୨୬ ଜାନୁଆରୀରୁ ୫ ଫେବୃଆରୀ ପର୍ଯ୍ୟନ୍ତ ଚାଲିବ ।  ମେଳା ପରିସରରେ ଓଡ଼ିଶାର ବିଭିନ୍ନ ଆଦିବାସୀ ଜନଜାତିଙ୍କ ସଂସ୍କୃତି, ପରମ୍ପରା ଓ ଜୀବନଶୈଳୀର ସଜୀବ ପ୍ରଦର୍ଶନ ସହ ଆଦିବାସୀ ହସ୍ତଶିଳ୍ପ, ପାରମ୍ପରିକ ପୋଷାକ ଓ ଖାଦ୍ୟର ଅନେକ ଷ୍ଟଲ ଦେଖିବାକୁ ମିଳୁଛି । 

ସନ୍ଧ୍ୟାବେଳେ ଆଦିବାସୀ ନୃତ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମେଳାକୁ ଅଧିକ ଆକର୍ଷଣୀୟ କରିବ  ।  ୨୬ ଜାନୁଆରୀରୁ ୫ ଫେବୃଆରୀ ପର୍ଯ୍ୟନ୍ତ ରାଜଧାନୀବାସୀ ଆଦିବାସୀ ମେଳା ବୁଲି ଦେଖିବାର ସୁଯୋଗ ପାଇବେ ।  ଆଜି ସନ୍ଧ୍ୟାରେ ଏହି ମେଳାର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Post Views: 100
Share204Tweet128Send
Voice of Victims

Voice of Victims

Recent Posts

  • ଭୂକମ୍ପରେ ଥରିଲା କଲମ୍ବିଆ, ୧୩୨ ମୃତ ଓ ୫୦୦ରୁ ଅଧିକ ଆହତ
  • ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି, କଲା ଜରୁରୀ ଅବତରଣ
  • ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା, ଆଜିଠୁ ବଦଳିବ ପାଗ, ବଢ଼ିବ ବର୍ଷା
  • ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ କଡା କାର୍ଯ୍ୟାନୁଷ୍ଠାନ, ଆଉ ଫାଇନ୍ ନୁହେଁ ସିଧା ସିଜ୍‌ ହେବ ଗାଡି
  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In