• About Us
  • Contact Us
Monday, August 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୩୧ ସୁଦ୍ଧା ପହଞ୍ଚିବ ଯୁକ୍ତ ଦୁଇ ପ୍ରଶ୍ନପତ୍ର

by Voice of Victims
December 22, 2024
in ମୁଖ୍ୟ ଖବର, ରାଜ୍ୟ
୩୧ ସୁଦ୍ଧା ପହଞ୍ଚିବ ଯୁକ୍ତ ଦୁଇ ପ୍ରଶ୍ନପତ୍ର

ଭୁବନେଶ୍ୱର: ଯୁକ୍ତ ଦୁଇ ପରୀକ୍ଷା ପାଇଁ ଜୋରଦାର ପ୍ରସ୍ତୁତି  ଆରମ୍ଭ ହୋଇଛି । ଆସନ୍ତା ୨୩ ତାରିଖରୁ ସମସ୍ତ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର  ପଠାଇବା ଆରମ୍ଭ ହେବ । ମାସ ଶେଷ  ଅର୍ଥାତ୍‌ ୩୧ ତାରିଖ ସୁଦ୍ଧା ସମସ୍ତ ଥିଓରୀ ଓ ପ୍ରାକ୍ଟିକାଲ ପ୍ରଶ୍ନପତ୍ର ପହଞ୍ଚିବ ।  ଜାନୁଆରୀ ୨ରୁ ୧୨ ତାରିଖ ମଧ୍ୟରେ ଯୁକ୍ତ  ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ । ଏଥିପାଇଁ ୨୩ ତାରିଖରୁ ପ୍ରଶ୍ନପତ୍ର  ପଠାଯିବ । ପରୀକ୍ଷା କେନ୍ଦ୍ରକୁ ଉତ୍ତର  ଖାତା ସମେତ ପ୍ରାକ୍ଟିକାଲ ପ୍ରଶ୍ନପତ୍ର,  ମାର୍କ ଫୁଏଲ୍‌ ଆଦି ଉଚ୍ଚ ମାଧ୍ୟମିକ  ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ରୁ ପରୀକ୍ଷା କେନ୍ଦ୍ରକୁ ପଠାଯିବ । ଖାତା ପହଞ୍ଚିବା ପରେ ପରୀକ୍ଷା କେନ୍ଦ୍ର  ଅଧୀକ୍ଷକ କିମ୍ବା ଉଚ୍ଚ ମାଧ୍ୟମିକ ସ୍କୁଲ  ଅଧ୍ୟକ୍ଷ ଏହାକୁ ଗଣି ରଖିବେ । ଯଦି  ପରୀକ୍ଷାର୍ଥୀଙ୍କଠୁ କମ୍‌ ସଂଖ୍ୟାରେ  ଏହା ପହଞ୍ଚିଥିବ ତେବେ ତତ୍‌କ୍ଷଣାତ୍‌  ପରୀକ୍ଷା ନିୟନ୍ତ୍ରକଙ୍କୁ ଜଣାଇବେ । ଏହି  ପ୍ରଶ୍ନପତ୍ରକୁ ଷ୍ଟ୍ରଙ୍ଗରୁମ୍‌ରେ ରଖାଯିବ ।

Post Views: 45
Share197Tweet123Send
Voice of Victims

Voice of Victims

Recent Posts

  • ଅଶୋକଧାମ ପରେ ମହାକାଳ ମନ୍ଦିରରେ ଦଳାଚକଟା ସ୍ଥିତି, ଅନେକ ଶ୍ରଦ୍ଧାଳୁ ଆହତ
  • ରେଡ୍ ଆଲର୍ଟରେ କେନ୍ଦୁଝର, ସ୍କୁଲ-କଲେଜ ଓ ଅଙ୍ଗନୱାଡ଼ି ବନ୍ଦ
  • ହୀରାକୁଦର ୭ ଗେଟ୍ ଖୋଲା, ନିଷ୍କାସିତ ହେଉଛି ବନ୍ୟାଜଳ
  • ବାଲେଶ୍ଵରରେ ତୁହାକୁ ତୁହା ବର୍ଷା, ତଳିଆ ଅଞ୍ଚଳ ଜଳମଗ୍ନ
  • Weekly News Paper (August 17- August 23, 2025)

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In