• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟରେ ଅସମ୍ଭାଳ ଖରା, ଏବେଠୁ ଅଧିକାଂଶ ସହରରେ ୪୦ ଡିଗ୍ରୀ ଛୁଇଁଲାଣି ତାତି

by Voice of Victims
April 3, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ରାଜ୍ୟରେ ଅସମ୍ଭାଳ ଖରା, ଏବେଠୁ ଅଧିକାଂଶ ସହରରେ ୪୦ ଡିଗ୍ରୀ ଛୁଇଁଲାଣି ତାତି

ଭୁବନେଶ୍ୱର : ରାଜ୍ୟରେ ଅସମ୍ଭାଳ ଖରା । ବିଶେଷକରି ପଶ୍ଚିମ ଓଡିଶାର ଅଧିକାଂଶ ସ୍ଥାନରେ ତାତି ବଢିବାରେ ଲାଗିଛି । ଝାରସୁଗୁଡ଼ାରେ ଗତକାଲି ସର୍ବାଧିକ ୪୦.୬ ଡିଗ୍ରୀ ତାତି ରେକର୍ଡ ହୋଇଥିଲା । ସେହିଭଳି ଟିଟିଲାଗଡ଼ରେ ୪୦ ଡିଗ୍ରୀ ପାରଦ ରହଥିଲା । ରାଜ୍ୟର ଅଧିକାଂଶ ସହରର ପାରଦ ୩୮ ଉପରେ ରହିଛି । ଆସନ୍ତା ତିନି ଦିନରେ ଖରା ଆହୁରି ବଢିପାରେ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।

ଆଜି ପାଇଁ ୪ ଜିଲ୍ଲାକୁ ପ୍ରବଳ ଗରମ ଓ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗିଡିକ ହେଉଛନ୍ତି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର। ସେପଟେ କୋରାପୁଟ ଓ ମାଲକାନଗିରିକୁ ଝଡ଼ବର୍ଷା ଚେତାବନୀ ଦିଆଯାଇଛି। ଆସନ୍ତା ୬ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି।.

ସେହିପରି ରାଜ୍ୟରେ ତାତି ବଢ଼ୁଥିବାରୁ ଆଜିଠୁ ସବୁ ସ୍କୁଲ ସକାଳୁଆ ହୋଇଛି । ସକାଳ ସାଢ଼େ ୬ରୁ ଦିନ ସାଢ଼େ ୧୦ଟା ପର୍ଯ୍ୟନ୍ତ ଚାଲିବ ସ୍କୁଲ୍ । ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲ୍ ପାଇଁ ନିର୍ଦ୍ଦେଶ । ଗ୍ରୀଷ୍ମ ଛୁଟି ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍ ଜାରି ରହିବ। ଏନେଇ ପ୍ରତି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ସଚିବ। ଏଥିସହ ଗ୍ରୀଷ୍ମ ପ୍ରବାହାର ମୁକାବିଲା ପାଇଁ ସ୍କୁଲରେ ସ୍ବତନ୍ତ୍ର ସୁବିଧା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Post Views: 12
Share197Tweet123Send
Voice of Victims

Voice of Victims

Recent Posts

  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା
  • ରାଜ୍ୟରେ ଅସମ୍ଭାଳ ଖରା, ଏବେଠୁ ଅଧିକାଂଶ ସହରରେ ୪୦ ଡିଗ୍ରୀ ଛୁଇଁଲାଣି ତାତି
  • ଅବକାରୀ ବିଭାଗର ନୂଆ ଗାଇଡଲାଇନ, ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ
  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In