• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଅବକାରୀ ଦୁର୍ନୀତି ମାମଲା: ଅରବିନ୍ଦ କେଜ୍ରିୱାଲଙ୍କୁ ଚତୁର୍ଥ ସମନ, ଜାନୁଆରୀ ୧୮ରେ ଇଡି କରିବ ଜେରା

by Voice of Victims
January 13, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଅବକାରୀ ଦୁର୍ନୀତି ମାମଲା: ଅରବିନ୍ଦ କେଜ୍ରିୱାଲଙ୍କୁ ଚତୁର୍ଥ ସମନ, ଜାନୁଆରୀ ୧୮ରେ ଇଡି କରିବ ଜେରା

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଚତୁର୍ଥ ସମନ ଜାରି କରିଛି। ଦିଲ୍ଲୀ ଏକ୍ସାଇଜ୍ ପଲିସି ମାମଲାରେ ପଚରାଉଚରା ପାଇଁ ଇଡି ତାଙ୍କୁ ଚତୁର୍ଥ ଥର ପାଇଁ ସମନ ଜାରି କରିଛି। ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ପଚରାଉଚରା ପାଇଁ ଜାନୁଆରୀ ୧୮ ତାରିଖରେ ଇଡି ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଅଫିସରେ ହାଜର ହେବାକୁ କହିଛି। ଏବେ ଦେଖିବାକୁ ବାକି ରହିଲା ଯେ AAP ର ଜାତୀୟ ସଂଯୋଜକ ଚତୁର୍ଥ ଥର ପାଇଁ ଜେରାରେ ଯୋଗ ଦେଉଛନ୍ତି କି ନାହିଁ। ଏହାପୂର୍ବରୁ, ଦିଲ୍ଲୀ ଅବକାରୀ ନୀତି ମାମଲାରେନଭେମ୍ବର ୨ ତାରିଖ ୨୦୨୩, ଡିସେମ୍ବର ୨୧ ତାରିଖ ୨୦୨୩ ଏବଂ ଜାନୁୟାରୀ ୩ ତାରିଖ ୨୦୨୪ ରେ ପଚରାଉଚରା ପାଇଁ ଇଡି ଦିଲ୍ଲୀ ସିଏମଙ୍କୁ ଡାକିଥିଲା। କିନ୍ତୁ ତିନିଥର ପଚରାଉଚରା ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଇଡିରେ ହାଜର ହୋଇନଥିଲେ। ପ୍ରତ୍ୟେକ ଥର ସେ ଏକ ଚିଠି ଜାରି କରି ଇଡିର ଡାକରାକୁ ବେଆଇନ ବୋଲି କହିଥିଲେ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ କେଉଁ ଆଧାରରେ ଡାକିବାକୁ ଚାହୁଁଛନ୍ତି ଏହାର ଉତ୍ତର ମାଗିଥିଲେ।

Post Views: 37
Tags: Vacancy corruption case: Arvind Kejriwal 4th summons
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In