• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ

by Voice of Victims
March 24, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଶେଷ ହେଲା ରତ୍ନଭଣ୍ଡାରର ନିରୀକ୍ଷଣ ତଥା ବୈଷୟିକ ସର୍ଭେ

ପୁରୀ : ଆସନ୍ତାକାଲିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ । ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ । ୪୬ ବର୍ଷ ଧରି ରତ୍ନ ଅଳଙ୍କାର ଗଣତି ମଣତି ହୋଇନଥିଲା । ଦୀର୍ଘ ବର୍ଷ ପରେ ଶୁଭ ମୁହୂର୍ତ୍ତ ଆସିଛି । ସମସ୍ତ ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଜଡ଼ିତ ରହିଛି ଶ୍ରୀମନ୍ଦିର । ରତ୍ନ ଅଳଙ୍କାରର ଗଣତି ମଣତି ପାଇଁ ପ୍ରାକ୍ ପ୍ରସ୍ତୁତି କରାଯାଉଥିବା ଯୋଗୁଁ ସମୟ ଲାଗିଥିଲା । ତେବେ ରତ୍ନ ଅଳଙ୍କାରର ଗଣତି ମଣତିର ପ୍ରତିଟି କାର୍ଯ୍ୟ ସୁରୁଖୁରୁରେ କରାଯିବ । ଏଥିପାଇଁ ବିଶେଷଜ୍ଞ ଟିମ୍ ନିୟୋଜିତ ହୋଇଛନ୍ତି । ସମସ୍ତ କାର୍ଯ୍ୟର ଫଟୋଗ୍ରାଫି କରାଯିବ ।

ଠାକୁରଙ୍କ ନୀତି କାନ୍ତି ଓ ଭକ୍ତଙ୍କ ଦର୍ଶନ ଯେଭଳି ପ୍ରଭାବିତ ନହେବ ସେନେଇ ଗୁରୁତ୍ବ ଦିଆଯାଇଛି । ଗଣତି ମଣତି କାର୍ଯ୍ୟ କେବେ ସରିବ ତାହା କହିହେବ ନାହିଁ । ନିର୍ଦ୍ଧିଷ୍ଟ ସମୟ କହିବା ଠିକ୍ ହେବ ନାହିଁ । ଯେଉଁମାନେ ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟରେ ରହିବେ SOPକୁ ସମସ୍ତେ ଅନୁପାଳନ କରିବେ । ୧୯୭୮ ମସିହା ତାଲିକା ଅନୁସାରେ ଗଣତି କରାଯିବ । ଦୁର୍ମୁଲ୍ୟ ରତ୍ନ ଥିବାରୁ ଜେମୋଲୋଜିଷ୍ଟ ଦୁଇଜଣଙ୍କୁ ରଖାଯାଇଛି ଟିମରେ । ରତ୍ନଭଣ୍ଡାର ଗଣତି ମଣତି ପୂର୍ବରୁ ଗତକାଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା ।

Post Views: 8
Share197Tweet123Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In