• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଆଇଏଏସ୍‌ ପଦରୁ ବିଦା ହେଲେ ପୂଜା ଖେଡକର

by Voice of Victims
September 8, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଆଇଏଏସ୍‌ ପଦରୁ ବିଦା ହେଲେ ପୂଜା ଖେଡକର

ନୂଆଦିଲ୍ଲୀ: ବିବାଦରେ ଥିବା ଟ୍ରେନ ଅଫିସର ପୂଜା ଖେଡକରଙ୍କୁ କେନ୍ଦ୍ର ସରକାର ତତ୍କାଳ ଭାବେ ଆଇଏଏସ୍‌ ପଦରୁ ବିଦା କରିଛନ୍ତି। ସେ ଓବିସି ଓ ଦିବ୍ୟାଙ୍ଗ ସଂରକ୍ଷଣର ଅପବ୍ୟବହାର କରି ପ୍ରଶାସନିକ ସେବା ପରୀକ୍ଷାରେ ଫାଇଦା ହାସଲ କରିଥିବା ଅଭିଯୋଗ ହୋଇଥିଲା। ଏହି କାରଣରୁ କେନ୍ଦ୍ର ସରକାର ତାଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ସେପ୍ଟେମ୍ବର ୬ ତାରିଖରେ ପୂଜାଙ୍କୁ ଆଇଏସ ନିୟମ ୧୯୫୪ର ଧାରା ୧୨ ଅଧୀନରେ କେନ୍ଦ୍ର ସରକାର କାର୍ୟ୍ୟାନ୍ତର ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ତତ୍କାଳ ଭାବେ ଲାଗୁ ହୋଇଥିବା ମଧ୍ୟ କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି। ପୂଜା ବେଆଇନ ଭାବେ ଆଇଏଏସ୍‌ ପଦ ହାତେଇଥିବା ଜଣାପଡ଼ିବା ପରେ ପ୍ରଥମେ ୟୁପିଏସ୍‌ସି ତାଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ଜୁଲାଇ ୩୧ରେ ୟୁପିଏସସି ପୂଜା ଖେଡକରଙ୍କ ପ୍ରୋଭିଜନାଲ ପ୍ରାର୍ଥିତ୍ୱକୁ ବାତିଲ କରିଥିଲା ଓ ତାଙ୍କୁ ଭବିଷ୍ୟତରେ ପ୍ରଶାସନିକ ସେବାର ପରୀକ୍ଷା ଦେବାରୁ ବଞ୍ଚିତ କରିଥିଲା।

Post Views: 24
Share199Tweet125Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In