• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନୂଆପଡ଼ା ଉପନିର୍ବାଚନ ପାଇଁ ଚାଲିଛି ମତଦାନ, ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ପ୍ରାୟ ଅଢେଇ ଲକ୍ଷ ଭୋଟର

by Voice of Victims
November 11, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ନୂଆପଡ଼ା ଉପନିର୍ବାଚନ ପାଇଁ ଚାଲିଛି ମତଦାନ, ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ପ୍ରାୟ ଅଢେଇ ଲକ୍ଷ ଭୋଟର

ନୂଆପଡ଼ା: ଭୋଟ ଦେଉଛି ନୂଆପଡ଼ା । ନୂଆପଡ଼ା ଉପନିର୍ବାଚନ ପାଇଁ ଆରମ୍ଭ ହୋଇଛି ମତଦାନ । ନେତା ବାଛୁନ୍ତି ଜନତା । ମୋଟ ୩୫୮ ବୁଥରେ ଚାଲିଛି ଭୋଟ ଗ୍ରହଣ । ୩୧୧ଟି ବୁଥରେ ସକାଳ ୭ରୁ ସନ୍ଧ୍ୟା ୫ ପର୍ଯ୍ୟନ୍ତ ମତଦାନ ହେଉଛି ।  ଅବଶିଷ୍ଟ ୪୭ ବୁଥରେ ସକାଳ ୭ରୁ ଅପରାହ୍ଣ ୪ଟା ଯାଏ ଚାଲିବ ଭୋଟିଂ । ୧୪ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ ।  ୩୫୮ ବୁଥରେ ମତଦାନ ସାବ୍ୟସ୍ତ କରିବେ ୨ଲକ୍ଷ ୫୩ ହଜାର ୬୨୪ ଭୋଟର । ସେ ମଧ୍ୟରୁ ପୁରୁଷ ଭୋଟର ସଂଖ୍ୟା ୧ ଲକ୍ଷ ୨୪ ହଜାର ୧୦୮ ଥିବା ବେଳେ ମହିଳା ଭୋଟର ୧ ଲକ୍ଷ ୨୯ ହଜାର ୪୯୫ ।

ନୂଆପଡ଼ା ଏନଏସିରେ ୧୭ଟି, ଖରିଆର ରୋଡ଼ ଏନଏସିରେ ୧୯ଟି, ନୂଆପଡ଼ା ବ୍ଲକରେ ୧୫୭ ଓ କୋମନା ବ୍ଲକରେ ୧୬୫ଟି ବୁଥ୍ କରାଯାଇଛି । ୬ଟି ପିଙ୍କ ବୁଥ୍ କରାଯାଇଛି । ସମସ୍ତ ବୁଥରେ ୱେବ କାଷ୍ଟିଂ ବ୍ୟବସ୍ଥା ହୋଇଥିବା ବେଳେ, ପାନୀୟ ଜଳ ଓ ଅନ୍ୟାନ ସୁବିଧାସୁଯୋଗର ବ୍ୟବସ୍ଥା ବି ହୋଇଛି । ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ସମାପନ କରିବାକୁ ଜଣେ ଏସପି ଓ ଅତିରିକ୍ତ ଏସପି, ୬ଜଣ ଡିଏସପି, ୯ଇନ୍ସପେକ୍ଟର, ୧୫୧ ଏସଆଇ ଓ ଏଏସଆଇ, ୧୦୩ ହାବିଲଦାର, ୪୭୭ଜଣ କନେଷ୍ଟବଲ, ୧୫୯ ଏପିଆର କନେଷ୍ଟବଲ, ୩୭ ଓଏପିଏଫ, ୨୮୭ଜଣ ଗୃହରକ୍ଷୀ ସମେତ ସିଏପିଏଫ ୧୪ କମ୍ପାନି, ଏସଏପି ୬ପ୍ଲାଟୁନ ୨ସେକ୍ସନ ଯବାନ ନିୟୋଜିତ ହୋଇଛନ୍ତି ।

Post Views: 39
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In