• About Us
  • Contact Us
Saturday, October 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର, ଖୋଲିଲା ଆଉ ୪ଟି ଗେଟ୍

by Voice of Victims
July 25, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର, ଖୋଲିଲା ଆଉ ୪ଟି ଗେଟ୍

ସମ୍ବଲପୁର : ଲଗାଣ ବର୍ଷାରେ ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ହୀରାକୁଦର ଆଉ ୪ଟି ଗେଟ୍ ଖୋଲିଲା । ଏବେ ମୋଟ ୧୨ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ ।

ବାମପଟରେ ୮ଟି ଓ ଡାହାଣ ପଟରେ ୪ଟି ସ୍ଲୁଇସ୍‌ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାର ଜଳସ୍ତର ୬୦୯ ଘନଫୁଟ ରହିଛି ।ସୂଚନାନୁଯାୟୀ, ଗତକାଲି ଅର୍ଥାତ୍‌ ଗୁରୁବାର ସୁଦ୍ଧା ମୋଟ୍ ୮ଟି ଗେଟ୍ ନେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା ।

ବାମ ପାର୍ଶ୍ବର ୫ଟି ଓ ଡାହାଣ ପାର୍ଶ୍ବର ୩ଟି ସ୍ଲୁଇସ୍ ଗେଟ୍ ଖୋଲାଥିଲା । ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପଜନିତ ବର୍ଷା ଲାଗି ରହିଛି । ଫଳରେ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।

Post Views: 95
Share199Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛାରଙ୍କୁ ସର୍ବୋଚ୍ଚ ସାହସିକତା ପୁରସ୍କାରରେ ସମ୍ମାନିତ କରିବ ଇସ୍ରାଏଲ
  • ମୋତେ ନୋବେଲ୍ ନଦେଲେ କମିଟି ବଦନାମ ହେବ: ଡୋନାଲ୍ଡ ଟ୍ରମ୍ପ୍
  • CJP ଆନ୍ଦୋଳନ ପୂର୍ବରୁ ରେଲୱେର ବଡ଼ ନିଷ୍ପତ୍ତି, ଦିଲ୍ଲୀ ଯିବାକୁ ଥିବା ସମସ୍ତ ମେଲ୍-ଏକ୍ସପ୍ରେସ ବାତିଲ
  • ବଙ୍ଗୋପସାଗରରେ ପୁଣି ଦାନା ବାନ୍ଧୁଛି ଲଘୁଚାପ, ଦଶହରା ବେଳକୁ ଛେଚିବ ବର୍ଷା !
  • ଓଡ଼ିଶା ଛବିକୁ ନଷ୍ଟ କରିଦେଲା ଡବଲ୍ ଇଞ୍ଜିନ୍ ସରକାର: ନବୀନ ପଟ୍ଟନାୟକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In