• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

‘ଆମେ ଭାରତ ସହିତ ଆଲୋଚନା ପାଇଁ ପ୍ରସ୍ତୁତ…’: ଇରାନରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଗୁହାରୀ

by Voice of Victims
May 27, 2025
in ଦେଶ ବିଦେଶ, ମୁଖ୍ୟ ଖବର
‘ଆମେ ଭାରତ ସହିତ ଆଲୋଚନା ପାଇଁ ପ୍ରସ୍ତୁତ…’: ଇରାନରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଗୁହାରୀ

ନୂଆଦିଲ୍ଲୀ: ଶେଷରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ । ଭାରତର କଡ଼ା ଆଭିମୁଖ୍ୟ ଆଗରେ ଭାଙ୍ଗିଲା ସେହବାଜ ସରିଫଙ୍କ ଗର୍ବ । ସିନ୍ଧୁ ଜଳ ଚୁକ୍ତିକୁ ନେଇ ଏବେ ଭାରତ ସହ କଥା ହେବାକୁ ରାଜି ହୋଇଛନ୍ତି ସେହବାଜ । ଇରାନ୍‌ ଗସ୍ତରେ ଥିବା ସେହବାଜ ସରିଫ ସେଠାରେ କହିଛନ୍ତି, ଭାରତ ସହ ସବୁ ପ୍ରସଙ୍ଗରେ ଆଲୋଚନା କରିବାକୁ ପ୍ରସ୍ତୁତ ଅଛନ୍ତି । 

ଅପରେସନ୍ ସିନ୍ଦୂରର ସଫଳତା ପରେ ପାକିସ୍ତାନକୁ ଅନ୍ତରାଷ୍ଟ୍ରୀୟ ସ୍ତରରେ ଘେରିବାକୁ ଲାଗିଛି ଭାରତ । ଆତଙ୍କବାଦ ପ୍ରସଙ୍ଗ, ପହଲଗାମ ଆକ୍ରମଣ, ପାକିସ୍ତାନର ଆତଙ୍କୀ ପ୍ରେମ ଓ ଭାରତର ଅପରେସନ୍ ସିନ୍ଦୂରର ସଫଳତା ନେଇ ବିଭିନ୍ନ ଦେଶରେ ଆଲୋଚନା କରୁଛନ୍ତି ଭାରତୀୟ ପ୍ରତିନିଧି ଦଳ । ଆଉ ଭାରତର ଏଭଳି କଡ଼ା ଆଭିମୁଖ୍ୟ ଦେଖି ନିଜ ଛବି ସୁଧାରିବାକୁ ଚାହୁଛି ପାକିସ୍ତାନ । ଏହି ପରିପ୍ରେକ୍ଷୀରେ ଭାରତ ସହ ଆଲୋଚନା କରିବାକୁ ପ୍ରସ୍ତାବ ଦେଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ । ଭାରତ ଦେଖା ଦେଖି ନିଜ ସମର୍ଥିତ ଦେଶ ଭ୍ରମଣରେ ଅଛନ୍ତି ସେହବାଜ ସରିଫ । ତୁର୍କୀ, ଇରାନ, ଅଜରବୈଜାନ ଓ ତାଜାକିସ୍ତାନ ଗସ୍ତରେ ଅଛନ୍ତି ସେହବାଜ ।

Post Views: 33
Share197Tweet123Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In