• About Us
  • Contact Us
Saturday, August 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

‘ଦାନା’ର ସଫଳତାର ସହ ମୁକାବିଲା କରିଛୁ:ମୁଖ୍ୟମନ୍ତ୍ରୀ

by Voice of Victims
October 25, 2024
in ମୁଖ୍ୟ ଖବର, ରାଜ୍ୟ
‘ଦାନା’ର ସଫଳତାର ସହ ମୁକାବିଲା କରିଛୁ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ‘ଆମେ ବାତ୍ୟା ‘ଦାନା’ର ସଫଳତାର ସହ ମୁକାବିଲା କରିଛୁ। ଜିରୋ କାଜୁଆଲିଟି ଆମର ଲକ୍ଷ୍ୟ ଥିଲା, ଆମେ ଏଥିରେ ସଫଳତା ହାସଲ କରିଛୁ। ଦଳଗତ ଭାବେ କାମ କରିବା ଯୋଗୁ ବାତ୍ୟାର ସୁପରିଚାଳନା ହୋଇପାରିଲା ଓ ଏହାର ସୁଫଳ ରାଜ୍ୟବାସୀ ପାଇଛନ୍ତି ।’ ଆଜି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜିରୋ କାଜୁଆଲିଟି ଲକ୍ଷ୍ୟ ନେଇ ଆମେ ନିରବଚ୍ଛିନ ଭାବେ କାମ କରୁଥିବା ବେଳେ ଏଥିରେ ଅଭୂତପୂର୍ବ ସଫଳତା ହାସଲ କରିଛୁ। ଦକ୍ଷ ଅଧିକାରୀମାନଙ୍କୁ ସ୍ପଟ୍‌କୁ ପଠାଯାଉଥିବା ବେଳେ ମନ୍ତ୍ରୀମାନେ ବି ବାତ୍ୟା ସ୍ଥଳରେ ଉପସ୍ଥିତ ଥିଲେ। କୌଣସି ବି ସ୍ଥାନରେ ଅପ୍ରିତିକର ଘଟଣା ଘଟିନି। ଖୁବ୍‌ ଶୀଘ୍ର କ୍ଷୟକ୍ଷତିର ଆକଳନ କରି ପରବର୍ତ୍ତୀ କାର୍ୟ୍ୟପନ୍ଥା ସ୍ଥିର କରାଯିବ । ବିଭିନ୍ନ ବିଭାଗର ସମନ୍ୱୟ ଯୋଗୁ ବାତ୍ୟାର ସୁପରିଚାଳନା ହୋଇପାରିଛି। ଆଜି ସକାଳୁ ଲୋକେମାନେ ବାତ୍ୟା ଆଶ୍ରୟ ସ୍ଥଳରୁ ଘରକୁ ବାହୁଡ଼ିଲେଣି। 

Post Views: 181
Share198Tweet124Send
Voice of Victims

Voice of Victims

Recent Posts

  • ପତଞ୍ଜଳି ଯୋଗପୀଠ ପକ୍ଷରୁ ସ୍ବାଧୀନତା ଦିବସ ପାଳନ
  • ଇଣ୍ଡୋନେସିଆରେ ୭.୭ ତୀବ୍ରତାର ଭୂକମ୍ପ, ୨ ମୃତ, ସୁନାମି ସତର୍କତା ଜାରି
  • ଲଘୁଚାପ ପରେ ପୁଣି ଲଘୁଚାପ, ରାଜ୍ୟର ୩୦ ଜିଲ୍ଲାକୁ ବର୍ଷା ସତର୍କତା
  • ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ, କହିଲେ…
  • ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In