• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ, ଆଗାମୀ ୭ ଦିନ ଯାଏଁ ପ୍ରବଳ ବର୍ଷା !

by Voice of Victims
June 12, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର :  ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଏବେ ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ ରହିଛି । କିଛି ଦିନ ମଧ୍ୟରେ ସଂପୂର୍ଣ୍ଣ ରାଜ୍ୟକୁ ଛୁଇଁବ ମୌସୁମୀ । ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଆଜି କଟକ, ଖୋର୍ଦ୍ଧା, ନୟାଗଡ଼ ସହ ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ସେହିପରି ଆସନ୍ତାକାଲି ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା ସହ ରାୟଗଡ଼ା, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହିଛି । ଏହାସହ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ଝଟକା ପବନ ବୋହିବା ନେଇ ପୂର୍ବାନୁମାନ ହୋଇଛି । ଆସନ୍ତା ୩ଦିନ ଯାଏଁ ଦିନର ସର୍ବୋଚ୍ଚ ତାପମାତ୍ରା ୩ ରୁ ୪ ଡିଗ୍ରୀ ସେଲସିୟସ କମିବା ନେଇ ଆକଳନ ହୋଇଛି । .

Post Views: 53
Share198Tweet124Send
Voice of Victims

Voice of Victims

Recent Posts

  • ବିମାନ ଯାତ୍ରୀଙ୍କୁ ବଡ଼ ଝଟକା, ଭଡ଼ା ବଢାଇଲା ଏୟାର ଇଣ୍ଡିଆ
  • ଖୁବଶୀଘ୍ର ଝାରସୁଗୁଡ଼ାରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା , ସିଧାସଳଖ ଦେଶବିଦେଶକୁ ପଠାଯିବ ସାମଗ୍ରୀ
  • ପ୍ରବାସୀ ଶ୍ରମିକଙ୍କ ପାଇଁ ବଢ଼ିଲା ସୁବିଧା, ଏଣିକି କୋଟାରେ ମିଳିବ ଗ୍ୟାସ୍ ସିଲିଣ୍ଡର
  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In