• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଲିଓନେଲ ମେସିଙ୍କ କାର୍ଯ୍ୟକ୍ରମ ବିଭ୍ରାଟ, ଇସ୍ତଫା ଦେଲେ ପଶ୍ଚିମବଙ୍ଗ ଖେଳମନ୍ତ୍ରୀ

by Voice of Victims
December 16, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଲିଓନେଲ ମେସିଙ୍କ କାର୍ଯ୍ୟକ୍ରମ ବିଭ୍ରାଟ, ଇସ୍ତଫା ଦେଲେ ପଶ୍ଚିମବଙ୍ଗ ଖେଳମନ୍ତ୍ରୀ

କୋଲକତା : ପଶ୍ଚିମବଙ୍ଗ ଖେଳମନ୍ତ୍ରୀ ଅରୁପ ବିଶ୍ବାସ ଇସ୍ତଫା ଦେଇଛନ୍ତି । ଲୋକପ୍ରିୟ ପୁଟବଲ ଖେଳାଳି ଲିଓନେଲ ମେସିଙ୍କ କାର୍ଯ୍ୟକ୍ରମରେ ହୋଇଥିବା ବିଭ୍ରାଟ ନେଇ ଖେଳମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିଜର ଇସ୍ତଫାପତ୍ର ଦେଇଛନ୍ତି । ଟିଏମସିର ପ୍ରବକ୍ତା କୃ ଣାଲ ଘୋଷ ମନ୍ତ୍ରୀଙ୍କ ଇସ୍ତଫାପତ୍ରକୁ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି ।

ଇସ୍ତଫା ପତ୍ରରେ ଖେଳମନ୍ତ୍ରୀ ଲେଖିଛନ୍ତି, ଏହି ଘଟଣାରେ ନିଷ୍ପେକ୍ଷ ଏବଂ ସ୍ବତନ୍ତ୍ର ଯାଞ୍ଚ କରିବା ପାଇଁ ନିଜ ପଦ ଛାଡୁଛି । ମେସିଙ୍କ ଇଭେଣ୍ଟ ସମୟରେ ଗଣ୍ଡଗୋଳ ଏବଂ ଭଙ୍ଗାରୁଜା ମାମଲାରେ ପଶ୍ଚିମବଙ୍ଗ ସରକାର ଡିଜିପ ରାଜୀବ କୁମାର, ବିଧାନଗର ସିପି ମୁକେଶ କୁମାର ଏବଂ ଖେଳ ବିଭାଗର ପ୍ରମୁଖ ସଚିବ ରାଜେଶ କୁମାର ସିହ୍ନାଙକୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଥିଲା । ଏମାନେ ଇଭେଣ୍ଟ ଦିନ ନିଜ ଦାୟିତ୍ବ ଏବଂ କର୍ତ୍ତବ୍ୟରେ ଅବହେଳା ଯୋଗୁଁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏହି ମାମଲାର ଯାଞ୍ଚ ପାଇଁ ଏକ ସ୍ପେଶାଲ ଟିମ ଗଠନ କରାଯାଇଛି ।

Post Views: 39
Share198Tweet124Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In