• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନୂଆବର୍ଷରେ ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ, ଜାନୁଆରୀ ୧ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

by Voice of Victims
December 30, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
୩ରୁ ୫ ଡିଗ୍ରୀ ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର : ନୂଆବର୍ଷରେ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ। ଜାନୁଆରୀ ୧ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଜାନୁଆରୀ ୧ରେ ବିଭିନ୍ନ ସ୍ଥାନରେ ଘନକୁହୁଡ଼ି ଦେଖିବାକୁ ମିଳିବ । ଘନକୁହୁଡ଼ି ନେଇ ୧୦ଟି ଜିଲ୍ଲାକୁ ସତର୍କ ସୂଚନା ଜାରି । ୧୦ ଡିଗ୍ରୀ ତଳେ ୧୫ ସହର ପାରଦ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାର ବିଚ୍ଛିନ୍ନ ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ଅଧିକ ରହିଛି । ଏହାସହ ଅନୁଗୁଳ ଏବଂ ଝାରସୁଗୁଡ଼ା ଜିଲ୍ଲା ଉପରେ ବିଭିନ୍ନ ସ୍ଥାନରେ ପ୍ରବଳ ଶୀତ ଅନୁଭୂତ ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୬ ଡିଗ୍ରୀ ରେକର୍ଡ କରାଯାଇଛି। କମୁ ନାହିଁ କୁହୁଡି। ସକାଳ ୯ଟା ପାଖେଇଲାଣି, କିନ୍ତୁ ଏବେ ପର୍ଯ୍ୟନ୍ତ କୁହୁଡି କବଜାରେ ରହିଛି କଟକ ସହର । ଧଳା ଚାଦର ର ଆସ୍ତରଣ ଘୋଡେ଼ଇ ହୋଇ ରହିଛି ପୁରା ସହର ଉପରେ।

Post Views: 32
Share199Tweet125Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In