• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଡ୍ରେନରେ ପଡି ମହିଳାଙ୍କ ମୃତ୍ୟୁ, ତଦନ୍ତ ନିର୍ଦ୍ଦେଶ ଦେଲା ବିଏମସି

by Voice of Victims
September 26, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଡ୍ରେନରେ ପଡି ମହିଳାଙ୍କ ମୃତ୍ୟୁ, ତଦନ୍ତ ନିର୍ଦ୍ଦେଶ ଦେଲା ବିଏମସି

ନୂଆଦିଲ୍ଲୀ: ଗତକାଲି ପ୍ରବଳ ବର୍ଷା ସମୟରେ ଡ୍ରେନ୍‌ରେ ପଡ଼ି ଜଣେ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁକୁ ନେଇ ମୁମ୍ବାଇ ପୋଲିସ ବ୍ରିହାନମ୍ବାଇ ମ୍ୟୁନିସିପାଲିଟି କର୍ପୋରେସନ (ବିଏମସି) ଏବଂ ଜଣେ କଣ୍ଟ୍ରାକ୍ଟରଙ୍କ ବିରୋଧରେ ମାମଲା ଦାୟର କରିଛି। ବିଏମସି ମଧ୍ୟ ଗତକାଲି ବିଳମ୍ବିତ ରାତିରେ ଘଟିଥିବା ଘଟଣାର ତଦନ୍ତ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ପୀଡିତା ଜଣକ ବିମଲ ଅନିଲ ଗାଇକୱାଡ ବୋଲି ଜଣାପଡିଛି। ପୋଲିସର ଅଭିଯୋଗ ଦାଖଲ କରିଥିବା ତାଙ୍କ ସ୍ୱାମୀ କହିଛନ୍ତି ଯେ ବିମଲ ପରିବାରର ସମସ୍ତ ଭରପୋଷଣ କରନ୍ତି। ସେ କହିଛନ୍ତି, “ମୁଁ ଜଣେ ଅସୁସ୍ଥ ବ୍ୟକ୍ତି, ମୋ ପତ୍ନୀ ମୋ ଘରର ଯତ୍ନ ନେଉଥିଲେ। ଆମେ ସବୁକିଛି ହରାଇଛୁ, ମୁଁ ଚାହୁଁଛି ଯେ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠନ ନିଆଯାଉ। ଅନ୍ୟପଟେ  ଅବହେଳା ଅଭିଯୋଗର ସମ୍ମୁଖୀନ ହୋଇଥିବା ବିଏମସି କହିଛି ଯେ ଡେପୁଟି କମିଶନରଙ୍କ ନେତୃତ୍ୱରେ ଏକ ତିନି ଜଣିଆ ତଦନ୍ତ କମିଟ ଗଠନ କରାଯାଇଛି। ସେମାନେ ତିନି ଦିନ ମଧ୍ୟରେ ରିପୋର୍ଟ ଦେବେ ବୋଲି କୁହାଯାଇଛି।

Post Views: 23
Tags: Woman falls into drain
Share199Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In