• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା, ସରକାରଙ୍କ ପକ୍ଷରୁ ୧ କୋଟି ୫୦ ଲକ୍ଷ ଟଙ୍କା ପ୍ରଦାନ

by Voice of Victims
December 28, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ସମସ୍ୟା
ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା, ସରକାରଙ୍କ ପକ୍ଷରୁ ୧ କୋଟି ୫୦ ଲକ୍ଷ ଟଙ୍କା ପ୍ରଦାନ

ବରଗଡ଼: ଜମୁଛି ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ।  ଚତୁର୍ଥ ଦିବସରେ ମହାରାଜ କଂସଙ୍କ ଦ୍ଵାରା ପ୍ରେରିତ ସମସ୍ତ ରାକ୍ଷସ ରାକ୍ଷସୀ କୃଷ୍ଣ ବଳରାମଙ୍କ ହାତରେ ନିଧନ ହୋଇଛନ୍ତି ।  ଗୋପୁରରେ ଘରେ ଘରେ କୃଷ୍ଣ ବଳରାମଙ୍କୁ ପୂଜାର୍ଚ୍ଚନା କରାଯାଉଛି । ଗୋପପୁର ସାଜିଥିବା ଅମ୍ବାପାଲି ଦ୍ବାପର ଯୁଗର ଭ୍ରମ ସୃଷ୍ଟି କରିଛି ।  ଶ୍ରୀକୃଷ୍ଣଙ୍କ ଲୀଳାରେ ଉତ୍ସବ ମୁଖରିତ ଗୋପପୁର ।

ଗୋପ ବାଳକଙ୍କ ସହ ବୁଲୁଛନ୍ତି କୃଷ୍ଣ ବଳରାମ ।  ଏହା ଭିତରେ କଂସ ପ୍ରେରିତ ପୁତନା ,ବକା , ଶକଟା , ତୃଣା , ଧେନୁକା ଭଳି ଅଷ୍ଟମଲ୍ଲଙ୍କୁ ନିହତ କରିଛନ୍ତି କୃଷ୍ଣ ବଳରାମ ।  ଫଳରେ କଂସ ମହାରାଜଙ୍କୁ ଘାରିଛି ମୃତ୍ୟୁର ଭୟ ।  କୃଷ୍ଣଙ୍କ ହାତରେ ଅଷ୍ଟମଲ୍ଲ ବୀର ସହ ପୁତନା ରାକ୍ଷସୀର ମୃତ୍ୟୁ ଖବର ଶୁଣି ଭାଙ୍ଗି ପଡିଛନ୍ତି କଂସ ।  କୃଷ୍ଣ ବଳରାମଙ୍କୁ ହତ୍ୟା କରିବାକୁ ଯୋଜନା ଚଳାଇଛନ୍ତି ଯୋଜନା ।

ଆଜି ପଞ୍ଚମ ଦିନରେ କାଳୀୟ ଦଳନ କାହାଣୀ ପରିବେଶିତ ହେବ।  ଚତୁର୍ଥ ଦିବସରେ ରାଜ ଅତିଥି ଭାବେ ରାଜ୍ୟ ସରକାରଙ୍କ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗ ଦେଇଥିଲେ ।  ଧନୁଯାତ୍ରା ପାଇଁ ସରକାରଙ୍କ ପକ୍ଷରୁ ୧ କୋଟି ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ।  ଧନୁଯାତ୍ରାକୁ ୟୁନୋସ୍କ ମାନ୍ୟତା ପାଇଁ ପ୍ରୟାସ ଜାରି ରହିଥିବା କହିଛନ୍ତି ସୂର୍ଯ୍ୟବଂଶୀ ସୂରଜ ।

Post Views: 26
Share198Tweet124Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In