• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home କ୍ରୀଡା

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱବିଜୟୀ ମହିଳା କ୍ରିକେଟ ଟିମ୍, ଭବିଷ୍ୟତ ଯୋଜନା ନେଇ କଲେ ଆଲୋଚନା

by Voice of Victims
November 6, 2025
in କ୍ରୀଡା, ଦେଶ ବିଦେଶ, ମୁଖ୍ୟ ଖବର
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱବିଜୟୀ ମହିଳା କ୍ରିକେଟ ଟିମ୍, ଭବିଷ୍ୟତ ଯୋଜନା ନେଇ କଲେ ଆଲୋଚନା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱବିଜୟୀ ମହିଳା କ୍ରିକେଟ ଟିମ୍ । ଅଧିନାୟକ ହର୍ମନପ୍ରୀତଙ୍କ ନେତୃତ୍ୱରେ ଭାରତୀୟ ମହିଳା କ୍ରିକେଟ ଟିମର ସଦସ୍ୟମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତାଙ୍କ ବାସଭବନରେ ଭେଟିଛନ୍ତି । ବିଶ୍ୱବିଜେତା ଦଳକୁ ପ୍ରଧାନମନ୍ତ୍ରୀ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ଭବିଷ୍ୟତ ଯୋଜନା ନେଇ ଆଲୋଚନା କରିଥିଲେ । ୫୨ ବର୍ଷର ମହିଳା କ୍ରିକେଟ୍ ବିଶ୍ବକପ୍ ଇତିହାସରେ ପ୍ରଥମ ଥର ପାଇଁ ଚାମ୍ପିୟନ ହୋଇ ଇତିହାସ ରଚିଛି ଟିମ ଇଣ୍ଡିଆ ।

୨୦୦୫ ଫାଇନାଲ୍ ରେ ଅଷ୍ଟ୍ରେଲିଆଠାରୁ ଏବଂ ୨୦୧୭ ଫାଇନାଲ୍ ରେ ଇଂଲଣ୍ଡଠାରୁ ହାରି ରନର୍ସଅପ୍ ହୋଇଥିବା ଭାରତୀୟ ଦଳ ତୃତୀୟ ଥର ଫାଇନାଲ୍ ଖେଳି ପ୍ରଥମ ଥର ବିଶ୍ବ ବିଜେତା ହୋଇଛି । ୨୦୨୫ ମହିଳା ଦିନିକିଆ ବିଶ୍ୱକପ ଫାଇନାଲରେ ଭାରତ ୫୨ ରନରେ ଦକ୍ଷିଣ ଆଫ୍ରିକାକୁ ହରାଇ ଚାମ୍ପିୟନ ହୋଇଥିଲା । ତୃତୀୟ ଥର ଫାଇନାଲ ଖେଳି ପ୍ରଥମ ଥର ଟ୍ରଫି ଜିତିବାର ସୌଭାଗ୍ୟ ଅର୍ଜନ କରିଥିଲା ଭାରତୀୟ ମହିଳା କ୍ରିକେଟ ଦଳ ।

Post Views: 132
Share203Tweet127Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In