• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କଂଗ୍ରେସରେ ସାମିଲ ହେଲେ କୁସ୍ତିଯୋଦ୍ଧା ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ

by Voice of Victims
September 6, 2024
in ଦେଶ ବିଦେଶ, ମୁଖ୍ୟ ଖବର
କଂଗ୍ରେସରେ ସାମିଲ ହେଲେ କୁସ୍ତିଯୋଦ୍ଧା ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ

ନୂଆଦିଲ୍ଲୀ: ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ ଭାରତୀୟ କୁସ୍ତି ଖେଳାଳି ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସରେ ଯୋଗ ଦେଇଛନ୍ତି। ଉଭୟ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟିଛନ୍ତି। ଏହି ସମୟରେ କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ ମଧ୍ୟ ଉପସ୍ଥିତ ଥିଲେ। ବର୍ତ୍ତମାନ ଉଭୟଙ୍କ ନାମ ଦଳର ପ୍ରାର୍ଥୀ ତାଲିକାରେ ଦେଖାଯିବାର ସମ୍ଭାବନା ରହିଛି। ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟିବା ପୂର୍ବରୁ ଆଜି ରେଳ ସେବାରୁ ଇସ୍ତଫା ଦେଇଛନ୍ତି। ପ୍ରକାଶ ଯେ, ଦୁଇ ଦିନ ପୂର୍ବେ ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ ଲୋକସଭାରେ ପୂର୍ବତନ କଂଗ୍ରେସ ସଭାପତି ତଥା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ଭେଟିଥିଲେ। ସେବେଠାରୁ ଚର୍ଚ୍ଚା ହେଉଥିଲା ଯେ, ଫୋଗାଟ୍ ଏବଂ ପୁନିଆ କଂଗ୍ରେସ ଟିକେଟରେ ନିର୍ବାଚନ ଲଢିପାରନ୍ତି। ତେବେ ଏପର୍ଯ୍ୟନ୍ତ ଉଭୟଙ୍କ ଟିକେଟ୍ ସମ୍ପର୍କରେ ଦଳ ପକ୍ଷରୁ କୌଣସି ଅଫିସିଆଲ୍ ନିଶ୍ଚିତକରଣ ଦିଆଯାଇ ନାହିଁ।

Post Views: 20
Share198Tweet124Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In