• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବାଙ୍ଗିରିପୋଷି ଘାଟିରେ ଯାତ୍ରା ପାର୍ଟି ଟ୍ରକ ଦୁର୍ଘଟଣାଗ୍ରସ୍ତ: ୬ ମୃତ, ୧୦ ଗୁରୁତର

by Voice of Victims
January 24, 2024
in ମୁଖ୍ୟ ଖବର, ରାଜ୍ୟ
ବାଙ୍ଗିରିପୋଷି ଘାଟିରେ ଯାତ୍ରା ପାର୍ଟି ଟ୍ରକ ଦୁର୍ଘଟଣାଗ୍ରସ୍ତ: ୬ ମୃତ, ୧୦ ଗୁରୁତର

ଭୁବନେଶ୍ଵର: ବର୍ତ୍ତମାନ ବାରିପଦା ବାଙ୍ଗିରିପୋଷି ଦ୍ଵାରଶୁଣି ଘାଟିରୁ ଏକ ବଡ ଖବର ଆସୁଛି। ଦ୍ଵାରଶୁଣି ଘାଟିରେ ଯାତ୍ରା ପାର୍ଟି ଟ୍ରକ ତଳକୁ ଖସି ଯାଇଥିବାର ସୂଚନା ରହିଛି। ଯେଉଁଥିରେ ୬ ଜଣଙ୍କର ମୃତ ହୋଇଥିବା ଆଶଙ୍କା କରାଯାଇଥିବା ବେଳେ ୧୦ ରୁ ଉର୍ଦ୍ଧ୍ଵ ଲୋକ ଗୁରୁତର ହୋଇଥିବା ସୂଚନା ରହିଛି। ୨ ଜଣ ଲୋକ ଟ୍ରକ ତଳେ ଚାପି ହୋଇ ରହିଥିବା ଜଣାପଡିଛି। ଘଟଣାସ୍ଥଳରେ ଉଦ୍ଧାରକାର୍ଯ୍ୟ ଆରମ୍ଭ ହୋଇଛି। ପୋଲିସ ଓ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ତେବେ ପ୍ରାଥମିକ ସୂଚନାରୁ ଟ୍ରକଟି ଧଉଳି ଗଣନାଟ୍ୟର ବୋଲି କୁହାଯାଉଥିବା ବେଳେ ଏହା ରାଇରଙ୍ଗପୁରରୁ ଜଳେଶ୍ଵର ଯାଉଥିବା ଜଣାପଡିଛି।

Post Views: 176
Tags: Yatra party truck accident at Bangiriposhi ghat: 5 dead
Share199Tweet124Send
Voice of Victims

Voice of Victims

Recent Posts

  • ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ
  • ବୈଜ୍ଞାନିକ ଓ ସ୍ଥାୟୀ କୃଷିକୁ ପ୍ରୋତ୍ସାହନ ଦେବାର ଲକ୍ଷ୍ୟ ନେଇ ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ କୃଷକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
  • ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ମିଳିତ ଗବେଷଣା ପାଇଁ ସୋଆ ଓ କେବିସି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
  • ୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ଯୁବପିଢ଼ିଙ୍କ ରହିବ ମୁଖ୍ୟ ଭୂମିକା: ଡକ୍ଟର ପୁରଞ୍ଜନ ଦାସ
  • ଘୂର୍ଣ୍ଣିବଳୟ ପ୍ରଭାବ, ଆଜିଠୁ ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In