• About Us
  • Contact Us
Wednesday, May 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପ୍ରବଳ ବର୍ଷା ପାଇଁ ଆଜି ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି,୨୪ ତାରିଖ ପରେ କମିବ ବର୍ଷା ପରିମାଣ

by Voice of Victims
August 20, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ।  ବିଭିନ୍ନ ଜିଲ୍ଲାକୁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।  ଆଜି ଅଧାରୁ ଅଧିକ ଜିଲ୍ଲାକୁ ୟେଲୋ ଆଲର୍ଟ ।  ପ୍ରବଳ ବର୍ଷା ପାଇଁ ଆଜି ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଉତ୍ତର ଓଡିଶା ଜିଲ୍ଲା ଗୁଡିକରେ ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କ କରାଯାଇଛି ।  ସେହିପରି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।

ଆସନ୍ତାକାଲି ମଧ୍ୟ ୭ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି  ।  ଏଥିସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ସମ୍ଭାବନା ରହିଛି । ୨୪ ତାରିଖ ପରଠାରୁ କମିବ ବର୍ଷା ପରିମାଣ ।

Post Views: 51
Share200Tweet125Send
Voice of Victims

Voice of Victims

Recent Posts

  • ଅରିନ୍ଦମ ରୟଙ୍କ ସୋସିଆଲ ମିଡିଆ ମନ୍ତବ୍ୟକୁ ନେଇ ବିବାଦ: ଥାନାରେ ଏତଲା ଦେଲେ ସାମ୍ବାଦିକ
  • ପୁଣେରୁ ଆସିଛି ଆଶ୍ଚର୍ଯ୍ୟଜନକ ଘଟଣା, ସ୍ତ୍ରୀର ପ୍ରାଇଭେଟ୍ ପାର୍ଟରେ ଏସିଡ୍ ଢ଼ାଳିଦେଲା ସ୍ବାମୀ
  • ୧୦ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ
  • ତଳ ମଣିନାଗ ନୂତନ ମନ୍ଦିର ପ୍ରତିଷ୍ଠା ଓ ମା’ଙ୍କ ଗର୍ଭଗୃହ ପ୍ରବେଶ ନେଇ ସାମ୍ବାଦିକ ସମ୍ମିଳନୀ
  • ଦୋହଲିଗଲା ମୁଖ୍ୟମନ୍ତ୍ରୀ ବିଜୟଙ୍କ ସ୍ଥିତି, ସମର୍ଥନ ପ୍ରତ୍ୟାହାର କରିବାକୁ ଧମକ ଦେଇଛି CPIM

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In