• About Us
  • Contact Us
Friday, November 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଯୋଗୀ ଆଦିତ୍ୟନାଥଙ୍କ ମାତା ସାବିତ୍ରୀ ଦେବୀଙ୍କ ପରଲୋକ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

by Voice of Victims
November 20, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଯୋଗୀ ଆଦିତ୍ୟନାଥଙ୍କ ମାତା ସାବିତ୍ରୀ ଦେବୀଙ୍କ ପରଲୋକ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମାତା ସାବିତ୍ରୀ ଦେବୀଙ୍କ ଦେହାନ୍ତ । ଆଜି ଉତ୍ତରାଖଣ୍ଡର ପୌରୀ ଗଡ଼ୱାଲ ଜିଲ୍ଲାର ପୈତୃକ ଗ୍ରାମ ପଞ୍ଚୁରରେ ୯୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ସାବିତ୍ରୀ ଦେବୀଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

ନିଜ ସୋସିଆଲ ମିଡିଆ ‘ଏକ୍ସ’ରେ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପୂଜ୍ୟ ମାତା ସାବିତ୍ରୀ ଦେବୀଙ୍କ ପରଲୋକ ଖବର ଜାଣି ସେ ଅତ୍ୟନ୍ତ ମର୍ମାହତ। ଏହି ଅପୂରଣୀୟ କ୍ଷତି ଓ ଶୋକର ମୁହୂର୍ତ୍ତରେ ଯୋଗୀ ଆଦିତ୍ୟନାଥ ଏବଂ ତାଙ୍କ ପରିବାରବର୍ଗଙ୍କ ପ୍ରତି ସେ ଗଭୀର ସମବେଦନା ଜ୍ଞାପନ କରିଛନ୍ତି। ଦିବଙ୍ଗତ ଆତ୍ମାକୁ ଚିରଶାନ୍ତି ମିଳୁ ଏବଂ ଏହି କଷ୍ଟଦାୟକ ସମୟରେ ପରିବାର ଲୋକଙ୍କୁ ଧାର୍ଯ୍ୟ ଓ ସମ୍ବଳ ପ୍ରଦାନ କରନ୍ତୁ ବୋଲି ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।

ସୂଚନାଯୋଗ୍ୟ ଯେ, ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ ଅସୁସ୍ଥତା କାରଣରୁ ସାବିତ୍ରୀ ଦେବୀଙ୍କ ପରଲୋକ ହୋଇଛି। ଆଜି ଦିନ ୧୧ଟା ସମୟରେ ତାଙ୍କ ମାଆ ସାବିତ୍ରୀ ଦେବୀ ୯୧ ବର୍ଷ ବୟସରେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି । ଶନିବାର ହରିଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି 

Post Views: 13
Share197Tweet123Send
Voice of Victims

Voice of Victims

Recent Posts

  • ବାତ୍ୟା ‘ଆକ୍ୱାନ’ ପ୍ରଭାବିତଙ୍କ ସୁରକ୍ଷା ଓ ସହାୟତା ପାଇଁ ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ବାଚସ୍ପତି ସୁରମା ପାଢ଼ୀ
  • ଆସନ୍ତାକାଲି ଭଦ୍ରକ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା
  • ବାଲିଯାତ୍ରା ପଡିଆକୁ ନୋ ଡ୍ରୋନ ଜୋନ ଘୋଷଣା କଲା ଜିଲ୍ଲା ପ୍ରଶାସନ
  • ବିରୋଧୀଙ୍କ ହଟ୍ଟଗୋଳ ଓ ଅଚଳାବସ୍ଥା: ସୋମବାର ଯାଏଁ ଗୃହ ମୁଲତବୀ
  • ଯୋଗୀ ଆଦିତ୍ୟନାଥଙ୍କ ମାତା ସାବିତ୍ରୀ ଦେବୀଙ୍କ ପରଲୋକ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In