• About Us
  • Contact Us
Sunday, March 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାତି ଅଧରେ ୟୁଟ୍ୟୁବର ରାକେଶ ମହାରଣାଙ୍କୁ ହତ୍ୟା, ଘଟଣାର ତଦନ୍ତ କରୁଛି ପୋଲିସ

by Voice of Victims
March 1, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ରାତି ଅଧରେ ୟୁଟ୍ୟୁବର ରାକେଶ ମହାରଣାଙ୍କୁ ହତ୍ୟା, ଘଟଣାର ତଦନ୍ତ କରୁଛି ପୋଲିସ

ଭୁବନେଶ୍ୱର : ରକ୍ତରଞ୍ଜିତ ହେଲା ରାଜଧାନୀ । ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା । ଛୁରାମାଡ଼ରେ ଗଲା ଜୀବନ। ଭୁବନେଶ୍ବର ଜିଜିପି କଲୋନୀ ଖେଳ ପଡ଼ିଆରେ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ରାକେଶ ମହାରଣା । ଗତକାଲି ରାତିରେ ମୃତକ ଓ ତାଙ୍କର ୪ ସାଙ୍ଗ ଏକ ପାର୍କରେ ବସିଥିଲେ।

ସେମାନଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ପରେ ଏହା ଉଗ୍ରରୂପ ନେଇଥିଲା । ସାମାନ୍ୟ ବଚସାରୁ ଘଟିଥିଲା ହତ୍ୟାକାଣ୍ଡ । ଆଉ ୩ ଜଣ ଗୁରୁତର ହୋଇଛନ୍ତି । ଘଟଣାର ତଦନ୍ତ କରୁଛି ମଞ୍ଚେଶ୍ବର ଥାନା ପୋଲିସ ।

Post Views: 17
Share198Tweet124Send
Voice of Victims

Voice of Victims

Recent Posts

  • ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଝଟକା, ତୀବ୍ରତା ୪.୨
  • ଇରାନର ସର୍ବୋଚ୍ଚ ନେତା ଆୟୋତଲା ଅଲ୍ଲୀ ଖାମେନେଇଙ୍କ ମୃତ୍ୟୁ, ୪୦ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା
  • ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ୱାଳ, ରଖିଲେ ଏଭଳି ପ୍ରତିକ୍ରିୟା
  • ରାତି ଅଧରେ ୟୁଟ୍ୟୁବର ରାକେଶ ମହାରଣାଙ୍କୁ ହତ୍ୟା, ଘଟଣାର ତଦନ୍ତ କରୁଛି ପୋଲିସ
  • ହାଇୱା ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୩ ଆହତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In